ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଏନେଇ ଭୋଟରଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି । ସକାଳୁ ସକାଳୁ ସବୁ ବୁଥ୍ରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ। କିଛି ବୁଥ୍ରେ ଭୋଟର ମୋବାଇଲ ନେଇ ଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନ କରିବାକୁ ଉଭୟ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଅପିଲ କରିଛନ୍ତି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..