ରିପୋର୍ଟ କାର୍ଡ / ଭୁବନେଶ୍ବର
ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ ବୋଲି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି।।ଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।






More Stories
ବ୍ୟବସ୍ଥିତ ଢ଼ଙ୍ଗରେ ଗଣତି…..
ଆଜି ହେଉଛି ପଣା ସଂକ୍ରାନ୍ତି,ଓଡ଼ିଆ ନବବର୍ଷ……
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….