ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ବିଦ୍ୟୁତକରଣ ହୋଇନଥିବା ଘରକୁ କେବେ ହେବ ବିଦ୍ୟୁତ ସଂଯୋଗ। ଏନେଇ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ବିଧାୟକ ପବିତ୍ର ସାଉଁଟା। ବିଧାୟକଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଲିଖିତ ଉତ୍ତର ରଖି କହିଛନ୍ତି ଯେ ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଜି ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ଏହାସହିତ ସବୁ ଘରକୁ ବିଜୁଳି ସଂଯୋଗ ପାଇଁ ଡିସକମକୁ ୪୧୫କୋଟି ଟଙ୍କା ଦେଇଛନ୍ତି ରାଜ୍ୟ ସରକାର।






More Stories
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..