ରିପୋର୍ଟ କାର୍ଡ / ଢେଙ୍କାନାଳ
ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ସରୋଜ ବେହେରା ଓ ଫରେଷ୍ଟ ଗାର୍ଡ ସ୍ୱର୍ଣ୍ଣପ୍ରଭା ସେଠ ନିଲମ୍ବିତ ହୋଇଛନ୍ତି । ଢେଙ୍କାନାଳ ଡିଏଫ୍ଓ ଉଭୟଙ୍କୁ ନିଲମ୍ବିତ କରିଛନ୍ତି । ସୂଚନା ଅନୁସାରେ ଗତ ୨୮ ତାରିଖ ଦିନ ଖଇରମୁଣ୍ଡାରେ ବିଦ୍ୟୁତ ଫାଶରେ ପଡି ହାତୀର ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ବନବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ କରାଯାଇଥିଲା । ଦାୟିତ୍ୱରେ ଅବହେଳା ଦର୍ଶାଇ ଢେଙ୍କାନାଳ ଡିଏଫ୍ଓ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରିଛନ୍ତି ।






More Stories
ଜିରୋ କାଜୁଆଲିଟି ପାଇଁ ବିଶ୍ୱ ପ୍ରସିଦ୍ଧ ଓଡିଶା…..
ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି:ଗୌରବମୟ ଦିବସ…..
ଓଡ଼ିଶାକୁ ଜାରି ହେଲା ଆଲର୍ଟ…..