ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ କାଶ୍ମୀର ପୁଲଓ୍ବାମାରେ ଆତଙ୍କୀ ନିପାତ ଅଭିଯାନ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି। ଆହୁରି ୩ରୁ ଅଧିକ ଆତଙ୍କବାଦୀ ଲୁଚି ରହିଥିବାର ସନ୍ଦେହ କରାଯାଉଛି। ତେଣୁ ସର୍ଚ୍ଚ ଅପରେସନ କୁ ଜୋରଦାର କରାଯାଇଛି। ୪୮ ଘଣ୍ଟା ଭିତରେ କାଶ୍ମୀରରେ ଏହା ଦ୍ଵିତୀୟ ଏନକାଉଣ୍ଟର। ପୂର୍ବରୁ ୧୩ ତାରିଖରେ ଏନକାଉଣ୍ଟର କରାଯାଇଥିଲା। ଏଥିରେ ୩ ଜଣ ଆତଙ୍କୀ ନିହତ ହୋଇଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….