Report Card Odisha

| Daily Odia News

ପୁରୀରେ ଦୁର୍ଦ୍ଦାନ୍ତ ଅପରାଧୀ ଏନ୍‌କାଉଣ୍ଟର…..

ରିପୋର୍ଟ କାର୍ଡ / ପୁରୀ

ପୁରୀ ଟାଉନ୍‌ରେ ଦୁର୍ଦ୍ଦାନ୍ତ ଅପରାଧୀ ଏନ୍‌କାଉଣ୍ଟର ହୋଇଛି । ଲୋକନାଥ ମନ୍ଦିର ପଛ ଶଙ୍କରେଶ୍ୱର ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ ଆହତ ହୋଇଥିବା ଜଣାପଡିଛି |

Breaking News