ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ଦିନରେ ୬ଟି ନୂଆ ସହରରେ ଇଭି ବସ୍ ଗଡ଼ିବ। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏବେ ରାଜ୍ୟରେ ୬୭୦ଟି ବସ୍ ଚାଲିଛି, ସେଥିମଧ୍ୟରୁ ୨୨୦ଟି ଇଭି ବସ୍ ଚାଲିବ। ଏବେ ୧୧୩ଟି ରୁଟ୍ରେ ୧୩୯୯ କିମି ବସ୍ ଚାଲୁଛି। ଆଗକୁ ଯେଉଁଠି ଆବଶ୍ୟକତା ଅଛି, ସେହି ସହରରେ ବସ୍ ଚାଲିବ। ଅନ୍ଲାଇନ୍ ଟିକେଟ୍ରେ ରିହାତି ପାଇଁ ୩୫% ଟିକେଟ୍ ଆଦାୟ ରାଶି ବଢ଼ିଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..