ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ କ୍ରିକେଟର ସଲିମ ଅଜିଜ ଦୁରାନିଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ତାଙ୍କ ସାନଭାଇ ଜାହାଙ୍ଗୀର ଦୁରାନିଙ୍କ ସହିତ ଗୁଜରାଟର ଜାମନଗରରେ ରହୁଥିଲେ। ଆଜି ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି | ସଲିମ ଦୁରାନି ଆଫଗାନିସ୍ତାନର କାବୁଲରେ ଜନ୍ମ ହୋଇଥିଲେ। ସେ ୧୯୬୦ରୁ ୧୯୭୩ ମଧ୍ୟରେ ଭାରତ ପାଇଁ ୨୯ଟି ଟେଷ୍ଟ ମ୍ୟାଚ୍ ଖେଳିଥିଲେ। ସେ ଜଣେ ଅଲରାଉଣ୍ଡର ଥିଲେ। ସେତେବେଳେ ଛକା ମାରିବା ନେଇ ସେ ବହୁତ ପ୍ରସିଦ୍ଧ ଥିଲେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….