ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ଆଜି ପୁରୁଣା ଭୁବନେଶ୍ୱରର ମାଉସୀ ମା’ ଛକ ସ୍ଥିତ ବାସଭବନରେ ଶ୍ରୀ ପଟ୍ଟନାୟକ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ରାଜ୍ୟ ମାନବାଧିକାର କମିଶନର ପ୍ରଥମ ସଦସ୍ୟ ଥିଲେ। ଷ୍ଟାଫ୍ ସିଲେକ୍ସନ୍ ଓ କୃଷି କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ସୁଧାଂଶୁ ମୋହନ ପଟ୍ଟନାୟକ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..