ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗକୁ ୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ | ଏହାକୁ ନେଇ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ନିଜ ନିଜର କ୍ଷେତ୍ର ପ୍ରସ୍ତୁତ କରିବାରେ ବ୍ୟସ୍ତ । ରାଜନେତାଙ୍କର ଦଳବଦଳ କରିବାରେ ଲାଗିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାର ଜଣେ ଟାଣୁଆ ରାଜନେତା ତଥା ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଖୁବଶୀଘ୍ର ବିଜେଡିରେ ଯୋଗଦେବେ । ସେ ବିଜେଡିରେ ମିଶିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିବା ଜଣାପଡ଼ିଛି । ଆସନ୍ତା ମାର୍ଚ୍ଚ ମାସରେ ସେ ତାଙ୍କର ସମର୍ଥକଙ୍କ ସହ ବିଜେଡିରେ ଯୋଗଦେବେ ବୋଲି କହିଥିବା ଜଣାପଡ଼ିଛି ।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..