ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବ ବିଧାନସଭା ନିର୍ବାଚନରରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆମଆଦମୀ ପାର୍ଟି ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଥିରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହଙ୍କୁ ମଧ୍ୟ ପରାଜୟର ହୋଇଛନ୍ତି । ଦଳୀୟ ଅସନ୍ତୋଷ ଯୋଗୁ କ୍ୟାପ୍ଟେନ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ କଂଗ୍ରେସରୁ ମଧ୍ୟ ଇସ୍ତଫା ଦେଇଥିଲେ। ତେବେ ଜନତା ତାଙ୍କୁ ଅଗ୍ରାହ୍ୟ କରିଦେଇଛନ୍ତି। କଂଗ୍ରେସରୁ ଇସ୍ତଫା ଦେବା ପରେ କ୍ୟାପ୍ଟେନ ନୂଆ ପାର୍ଟି ପଞ୍ଜାବ ଲୋକ କଂଗ୍ରେସ ଗଠନ କରିଥିଲେ। ଏଥିରୁ ସେ ପଟିୟାଲା ଅର୍ବାନ ଆସନରୁ ପ୍ରତିଦ୍ୱନ୍ଦ୍ୱୀତା କରୁଥିବା ବେଳେ ଶୋଚନୀୟ ପରାସ୍ତ ହୋଇଛନ୍ତି।
More Stories
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..