ରିପୋର୍ଟ କାର୍ଡ/ ଭୁବନେଶ୍ୱର
ଆଜି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା |ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।ସୂଚନା ଅନୁସାରେ -ଆଜି ସନ୍ଧ୍ୟାରେ ହଠାତ୍ ଗୁରୁତର ଭାବେ ଅସୁସ୍ଥ ହୋଇଯାଇଥିଲେ ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କୁ ସଙ୍ଗେ ସଙ୍ଗେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସନ୍ଧ୍ୟା ୭ଟା ୩୧ ମିନିଟ୍ରେ ତାଙ୍କର ପରଲୋକ ହୋଇଥିଲା । ସୂର୍ଯ୍ୟ ପାତ୍ର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ।






More Stories
ରଥଯାତ୍ରା ପାଇଁ ପରିବହନ ବିଭାଗର ନୂଆ ନିୟମ…..
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..