ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଦେବି ପ୍ରସାଦ ରାୟଙ୍କର ଦେହାନ୍ତ ହୋଇଛି । ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ପୂର୍ବରୁ ଶ୍ରୀ ରାୟ ଓୟୁଏଟିର କୁଳପତି ଦାୟିତ୍ୱରେ ରହିଥିବା ବେଳେ ମୃତ୍ୟୁ ପୂର୍ବରୁ ଶିକ୍ଷା ଓ ଅନୁସନ୍ଧାନ ୟୁନିଭରସିଟି ର କୁଳାଧିପତି ଭାବେ କାର୍ଯ୍ୟ କରୁଥିଲେ |






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..