ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।






More Stories
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……