ରିପୋର୍ଟ କାର୍ଡ / ଭୁବନେଶ୍ଵର
ପ୍ରଶାସକ ସ୍ତରରେ ଅଦଳବଦଳ ହୋଇଛି। ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାବାଦ୍ ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟ ଅଫ୍ ଓଡ଼ିଶାର ସିଇଓ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି |






More Stories
୪୦୦ ନିୟୁତ ତୈଳ ପଠାଇବ ଆଇଇଏ…..
ହେବନି ବିଦ୍ୟୁତ୍ କାଟ…..
ଭୁବନେଶ୍ବର ନ ଛାଡିବାକୁ ବିଧାୟକଙ୍କୁ ନିର୍ଦ୍ଦେଶ….