ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର ସରକାରୀ କର୍ମଚାରୀଙ୍କର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ସପ୍ତମ ବେତନ ଆୟୋଗ ଅଧୀନରେ ଏହି ବୃଦ୍ଧି କରାଯାଇଛି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..