ରିପୋର୍ଟକାର୍ଡ / ଭଦ୍ରକ
ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।
More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..