ରିପୋର୍ଟକାର୍ଡ / ଭଦ୍ରକ
ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।
More Stories
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ……
ସମାଜସେବୀ ରଞ୍ଜନ କୁମାର ମହାପାତ୍ର ଙ୍କୁ ସମ୍ମାନ ଜନକ ପ୍ରକୃତି ବନ୍ଧୁ ପୁରସ୍କାର ……
ବାର୍ଡ ଫ୍ଲୁ ! ମଲେଣି ୨୦ ହଜାର କୁକୁଡ଼ା…..