ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ବୋଈସରରେ ଶନିବାର ସକାଳେ ଏକ ପୋଷାକ ଫ୍ୟାକ୍ଟ୍ରିରେ ବଡ ଧରଣ ବିସ୍ଫୋରଣ ଘଟିଛି | ଅଗ୍ନିକାଣ୍ଡ ରେ ଜଣେ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ ଆକରିଥିଲା | ପାଲଘର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।






More Stories
ଅଖିଳେଶଙ୍କୁ ଭାଜପା ନେତାଙ୍କ ଚେତାବନୀ…..
ମୁଖ୍ୟମନ୍ତ୍ରୀ ପଦ ହରାଇଲେ ମମତା…..
ହାଇକୋର୍ଟ ଯିବେ ବିଜୟ!୧୧୮ ବିଧାୟକଙ୍କୁ ଆଣ……