ରିପୋର୍ଟ କାର୍ଡ / କଟକ
ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ପରଲୋକ ହୋଇଛି। ଆଜି ମଧ୍ୟାହ୍ନ ସମୟରେ କଟକ ସ୍ଥିତ ବାସଭବନରେସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।
More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….