ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରତ୍ୟାବର୍ତ୍ତନ କରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ଝଡ ତୋଫାନ ବର୍ଷା ହେବ। ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କୋରାପୁଟ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଆଉ କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ପବନ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ସ୍ଥାନେ ସ୍ଥାନେ ୩୦ରୁ ୪୦ କିଲୋମିଟର ରହିପାରେ। ଏବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାର ତାର ପ୍ରଭାବରେ ବର୍ଷା ହେଉଛି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..