Report Card Odisha

| Daily Odia News

ଆଜିଠୁ ଫୁଟବଲ୍ ମହାକୁମ୍ଭ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠୁ ୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ୍ ଆରମ୍ଭ । ଏଥିଲାଗି ସଜେଇ ହୋଇଛି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ । ମୋରକ୍କୋ ଓ ବ୍ରାଜିଲ୍ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ପରେ ସଂଧ୍ୟାରେ ଆମେରିକାକୁ ଭେଟିବ ଭାରତ । ଏଥିଲାଗି ଷ୍ଟାଡିୟମ୍ ଓ ଖେଳାଳି ସମସ୍ତେ ପ୍ରସ୍ତୁତ୍ । ରାଜଧାନୀ ଭୁବନେଶ୍ୱରର ଚାରିଆଡ଼େ ଦେଖିବାକୁ ମିଳୁଛି ଫୁଟବଲ ଫିଭର । ୧୨ ହଜାର କ୍ଷମତା ସମ୍ପନ୍ନ କଳିଙ୍ଗ ଷ୍ଟାଡିୟମକୁ ଅତି ସୁନ୍ଦର ଭାବେ ସମ୍ବଲପୁରୀ ପଶାପଲୀ ଡିଜାଇନ୍‌ରେ ସଜା ଯାଇଛି । ଲାଲ, ସବୁଜ, ଧଳା ପ୍ରିଣ୍ଟରେ ସିଟ୍‌ଗୁଡ଼ିକୁ ନୂଆ ରୂପ ଦିଆଯାଇଛି ।

 

Breaking News