ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ୍ ଆରମ୍ଭ । ଏଥିଲାଗି ସଜେଇ ହୋଇଛି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ । ମୋରକ୍କୋ ଓ ବ୍ରାଜିଲ୍ ମଧ୍ୟରେ ଉଦଘାଟନୀ ମ୍ୟାଚ୍ ପରେ ସଂଧ୍ୟାରେ ଆମେରିକାକୁ ଭେଟିବ ଭାରତ । ଏଥିଲାଗି ଷ୍ଟାଡିୟମ୍ ଓ ଖେଳାଳି ସମସ୍ତେ ପ୍ରସ୍ତୁତ୍ । ରାଜଧାନୀ ଭୁବନେଶ୍ୱରର ଚାରିଆଡ଼େ ଦେଖିବାକୁ ମିଳୁଛି ଫୁଟବଲ ଫିଭର । ୧୨ ହଜାର କ୍ଷମତା ସମ୍ପନ୍ନ କଳିଙ୍ଗ ଷ୍ଟାଡିୟମକୁ ଅତି ସୁନ୍ଦର ଭାବେ ସମ୍ବଲପୁରୀ ପଶାପଲୀ ଡିଜାଇନ୍ରେ ସଜା ଯାଇଛି । ଲାଲ, ସବୁଜ, ଧଳା ପ୍ରିଣ୍ଟରେ ସିଟ୍ଗୁଡ଼ିକୁ ନୂଆ ରୂପ ଦିଆଯାଇଛି ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……