ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗୁଜରାତର ଜାମନଗର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । କ୍ରାଶ୍ ପରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଏହା ଏକ ଯୁଦ୍ଧ ବିମାନ ଜାଗୁଆର ବୋଲି ଜଣାପଡିଛି । ଦୁର୍ଘଟଣାପରେ ଏହା ଜଳିଯାଇଛି । କ୍ରାଶ୍ ହୋଇଥିବା ସ୍ଥାନରେ ସ୍ଥାନୀୟ ଲୋକେ, ପୁଲିସ ଓ ପ୍ରଶାସନ ପହଞ୍ଚିଛନ୍ତି ।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..