ରିପୋର୍ଟ କାର୍ଡ / ଭୁବନେଶ୍ବର
କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଦିଆଯିବ ବୋଲି ମତ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଘୋଷଣାକୁ ଐତିହାସିକ ପଦକ୍ଷେପ ବୋଲି କୁହାଯାଉଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..