Report Card Odisha

| Daily Odia News

ନବୀନଙ୍କ ପଟ୍ଟନାୟକଙ୍କ ନାଆଁରେ ଏତଲା

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ବି ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବି ପୂରଣ କରାଯାଇନଥିବାରୁ ମହାସଂଘ ପକ୍ଷରୁ ଏତଲା ଦିଆଯାଇଥିବା କୁହାଯାଉଛି।

Breaking News