ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଆଁରେ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ବି ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବି ପୂରଣ କରାଯାଇନଥିବାରୁ ମହାସଂଘ ପକ୍ଷରୁ ଏତଲା ଦିଆଯାଇଥିବା କୁହାଯାଉଛି।
More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..