ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ପଟ୍ଟନାୟକ ବିମାନବନ୍ଦର ପଡ଼ିଆରେ ଶନିବାର ନିଆଁ ଲାଗିଛି। ଶୁଖିଲା ଘାସରେ ଭୟଙ୍କର ନିଆଁ ଲାଗିଥିବାବେଳେ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ଅନ୍ୟପକ୍ଷରେ ଏହି ନିଆଁରେ କୌଣସି କ୍ଷୟକ୍ଷତି ଘଟି ନ ଥିବା କହିଛନ୍ତି ଏୟାରପୋର୍ଟ ନିର୍ଦ୍ଦେଶକ।
More Stories
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……
ଘୋଷଣା ହେଲା ମାଟ୍ରିକ୍ ରେଜଲ୍ଟ ତାରିଖ…..