ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଲୋକସେବା ଭବନରେ ପୁଣି ଅଗ୍ନିକାଣ୍ଡ ଘଟିଛି। ଏସ୍ସି/ଏସ୍ଟି ବିଭାଗ ଛାତ ଉପର ଥିବା ଏସି କଂପ୍ରେସରରେ ନିଆଁ ଲାଗି ଯାଇଛି। ନିଆଁକୁ ନିୟନ୍ତ୍ରଣ କରାଯାଇଥିବା ସୂଚନା ମିଳିଛି। ତେବେ ନିଆଁ କିପରି ଲାଗିଲା ତାହା ଜଣାପଡ଼ିନାହିଁ। ସର୍ଟ ସର୍କିଟରୁ ଲାଗିଲା ନା ଆଉ କିଛି କାରଣ ଅଛି ଜଣାପଡ଼ି ନାହିଁ। ନିଆଁ ଲାଗି ଲୋକସଭାରେ କ’ଣ କ୍ଷତି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ଏହି ସମୟରେ କେହି କର୍ମଚାରୀ ଥିଲେ ନାହିଁ ତାହା ମଧ୍ୟ ଜଣାପଡ଼ିନାହିଁ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..