ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରପ୍ରଦେଶ ଲକ୍ଷ୍ନୌର ଏକ ୫ ମହଲା ବିଶିଷ୍ଟ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସହରର ମଧ୍ୟ ଭାଗରେ ଥିବା ତଥା ହଜରତଗଞ୍ଜ ସ୍ଥିତ ହୋଟେଲ ଲେବାନାରେ ଆଜି ନିଆଁ ଲାଗିଯାଇଛି। ଏହି ଅଗ୍ନିାକଣ୍ଡରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ଆହୁରି ଅନେକ ଲୋକେ ହୋଟେଲ ଭିତରେ ଫଶି ରହିଥିବା ମିଳିଛି |ସେମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରାୟସ ଜାରି ରହିଛି। ସୂଚନା ଅନୁସାରେ-ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।






More Stories
ଆଶାଙ୍କ ପରଲୋକର:ଭାବପ୍ରବଣ ହୋଇପଡ଼ିଲେ ମୋଦି…..
ଲୋକସଭା-ରାଜ୍ୟସଭା ସଦସ୍ୟଙ୍କୁ ହ୍ୱିପ୍ ଜାରି…..
ଆଶା ଭୋସ୍ଲେଙ୍କ ପରଲୋକ…..