ରିପୋର୍ଟ କାର୍ଡ / କଟକ
କଟକ ଖପୁରିଆରେ ଥିବା ରୁଚି ଫ୍ୟାକ୍ଟ୍ରିରେ ବଡ ଧରଣର ଅଗ୍ନିକାଣ୍ଡ ହୋଇଛି । ପ୍ରାୟ ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ବର୍ତ୍ତମାନ ଯାହା ସୂଚନା ମିଳିଛି ନିଆଁ ଆୟତ୍ତ ହୋଇଛି । ତେବେ ତେବେ ଅଗ୍ନିକାଣ୍ଡର କାରଣ କଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ତାହା ଜଣାପଡିନି ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….