ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀସ୍ଥିତ ନରେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ଅଗ୍ନିକାଣ୍ଡ ଘଟିଛି | ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ସମସ୍ତ ଅଂଚଳ ଧୂଆଁ ମୟ ହୋଇଯାଇଥିଲା | ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି। ଏହି ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ପୂର୍ବରୁ ଏଭଳି ଘଟଣା ଘଟିବା ପରେ ଏହି ଅଞ୍ଚଳରେ ଅଗ୍ନିକାଣ୍ଡର ହେଉଛି ଦ୍ୱିତୀୟ ଘଟଣା ବୋଲି ଜଣା ପଡିଛି |






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..