Report Card Odisha

| Daily Odia News

ଚନ୍ଦ୍ରଶେଖରପୁରରେ ଭୟାବହ ଅଗ୍ନିକାଣ୍ଡ…..

ରିପୋର୍ଟ କାର୍ଡ /  ଭୁବନେଶ୍ୱର

ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି | ଅଗ୍ନିକାଣ୍ଡ ଘଟିଥିବା ନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବିଭାଗ ପକ୍ଷରୁ ତୁରନ୍ତ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ସାରିଥିବା ନେଇ ସୂଚନା ମିଳିଛି |

Breaking News