ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳିଯିବ ଅଗ୍ନିଶମ ବିଭାଗର ନାମ I ଅଗ୍ନିଶମ ନାଁ ପରିବର୍ତ୍ତେ ହେବ ଅଗ୍ନିଶମ ଏମର୍ଜେନ୍ସି ବିଭାଗ I ରାଜ୍ୟ ସରକାର ଅଗ୍ନିଶମ ବିଭାଗ ପାଇଁ ୪୦୦ କୋଟିର ଖର୍ଚ୍ଚ ଖର୍ଚ ପାଇଁ ଆକଳନ କରିଛନ୍ତି ଇ ତେବେ କେନ୍ଦ୍ର ଅଗ୍ନିଶମ ବିଭାଗକୁ ରାଜ୍ୟ ଅଗ୍ନିଶମ ବିଭାଗର ଉନ୍ନତିକରଣ ପାଇଁ ୨୪୬ କୋଟି ପ୍ରଦାନ ପାଇଁ ଏକ୍ ଚିଠା ପ୍ରସ୍ତୁତ କରାଯାଇଛି I ଆଗକୁ ଅଗ୍ନିଶମ ବିଭାଗ କେବଳ ନିଆଁ ଲିଭା ନୁହେଁ ଏନଡିଆରଏଫ କରୁଥିବା କାର୍ଯ୍ୟ ଠାରୁ ଅଧିକ କିଛି କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି I କଟକ ଭୁବନେଶ୍ଵରରେ ଲୋକଙ୍କୁ ଆପାତଃକାଳୀନ ସେବା ଯୋଗାଇଦେବାକୁ ୨୦୦ସ୍ଵତନ୍ତ୍ର ଅଗ୍ନିଶମ ବାହିନୀ ପ୍ରସ୍ତୁତ କରିବାକୁ ଉନ୍ନୟନ କମିଶନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିବା ସୂଚନା ମିଳିଛି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..