Report Card Odisha

| Daily Odia News

ବାର୍‌ରେ ଅଗ୍ନିକାଣ୍ଡ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବାର୍‌ ଟି ହୁତ୍ ହୁତ୍ ହୋଇ ଜଳୁଛି । ପୁରା ପରିବେଶ ଧୂଆଁମୟ ହୋଇପଡିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି।

Breaking News