ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍ ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବାର୍ ଟି ହୁତ୍ ହୁତ୍ ହୋଇ ଜଳୁଛି । ପୁରା ପରିବେଶ ଧୂଆଁମୟ ହୋଇପଡିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି।
More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..