ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣକାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଏଯାଏଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସକାଳ ସମୟରେ ହୋଇଥିବା ଏହି ଘଟଣାରେ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି।
More Stories
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଭୟଙ୍କର ବିମାନ ଦୁର୍ଘଟଣା,୨୯ ମୃତ…..