ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ‘ଦାନା’ ପାଇଁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ତାହା ସ୍ୱାଭାବିକ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ବାତ୍ୟା ‘ଦାନା’ ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ଏହାପରେ ଆଜି ସକାଳ ୮ଟାରୁ ଭୁବନେଶ୍ୱରରେ ବିମାନସେବା ସ୍ୱାଭାବିକ ହୋଇଛି | ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। । ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..