ରିପୋର୍ଟ କାର୍ଡ / କଟକ
ବାଲିଯାତ୍ରାକୁ ସ୍ୱଚ୍ଛ ଓ ପ୍ରଦବୂଷଣ ମୁକ୍ତ କରିବାକୁ ପ୍ରଶାସନର ପ୍ରୟାସ ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଥିବା ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇଛି। ସିଏମ୍ସି ଓ ଫୁଡ ସେଫ୍ଟି ଵିଭାଗ ପକ୍ଷରୁ ଏହି ଚଢାଉ କରାଯାଇଛି । ଏହି ଚଢାଉରେ ଲକ୍ଷାଧିକ ଟଙ୍କାର ଅପମିଶ୍ରିତ ଖାଦ୍ୟ ଜବତ କରାଯାଇଛି । କେଵଳ ମତ୍ସ୍ୟ ଵିଭାଗ ଷ୍ଟଲରୁ ଲକ୍ଷ ଲକ୍ଷ ଟଙ୍କାର ଦୂଷିତ ଖାଦ୍ୟ ଜଵତ ହୋଇଛି । ଆଗକୁ ମଧ୍ୟ ଏହି ରେଡ୍ ଜାରି ରହିବ ବୋଲି କୁହାଯାଉଛି । ଦରକାର ପଡିଲେ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଛି ।






More Stories
୨ରୁ ଯୁକ୍ତ ଦୁଇ ଖାତାଦେଖା…..
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..