ରିପୋର୍ଟ କାର୍ଡ / ମାଲକାନାଗିରି
କେନ୍ଦୁପତ୍ର ବିଭାଗରେ ଆଦିବାସୀଙ୍କ ଟଙ୍କା ହଡପ ଘଟଣାରେ ଫରେଷ୍ଟର ଏବଂ ରେଞ୍ଜରଙ୍କୁ ନିଲମ୍ବିତ ହୋଇଛନ୍ତି। ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ଜୟପୁର ବନଖଣ୍ଡ ଅଧିକାରୀ। ନିଲମ୍ବିତ ହୋଇଥିବା ଦୁଇଜଣ ଅଧିକାରୀ ହେଉଛନ୍ତି କୁଡୁମୁଳଗୁମ୍ମା ଫରେଷ୍ଟର ପଦ୍ମିନୀ ପଟ୍ଟନାୟକ ଏବଂ ବାଲିମେଳା ରେଞ୍ଜର ଦୁର୍ଗାପ୍ରସାଦ ନାୟକ। କେନ୍ଦୁପତ୍ର ବିଭାଗରେ ଆଦିବାସୀଙ୍କ ଟଙ୍କା ହଡପ ଅଭିଯୋଗରେ ଏମାନଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..