ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଳିଛି। ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..