ରିପୋର୍ଟ କାର୍ଡ / ଭୁବନେଶ୍ୱର
କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ। ସେ ଥିଲେ ରାଜ୍ୟର ପ୍ରଥମ ବିଜେପି ବିଧାୟକ।
More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..