ରିପୋର୍ଟ କାର୍ଡ / ଭୁବନେଶ୍ୱର
କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ। ସେ ଥିଲେ ରାଜ୍ୟର ପ୍ରଥମ ବିଜେପି ବିଧାୟକ।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..