ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ ହେବା ପରେ ଏମ୍ସରେ ଭର୍ତ୍ତି କରାଯାଇଛି । ବୁଧବାର ସନ୍ଧ୍ୟା ୬ଟା ୧୫ ମିନିଟରେ ଏମ୍ସରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଗତ ଦୁଇ ଦିନ ଧରି ସେ ହାଲୁକା ଜ୍ୱରରେ ପୀଡିତ ଥିଲେ | ବୁଧବାର ହଠାତ୍ ତାଙ୍କୁ ଶ୍ୱାସକ୍ରିୟାରେ ଅସୁବିଧା ହେବ ସହ ଛାତିରେ ଯନ୍ତ୍ରଣା ହୋଇଥିଲା । ଏହାପରେ ତାଙ୍କୁ ଚିକିତ୍ସା ପାଇଁ ଏମ୍ସରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏମ୍ସ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆଙ୍କ ନେତୃତ୍ବରେ ଏହି ଟିମ୍ ଡକ୍ଟର ମନମୋହନ ସିଂଙ୍କ ସ୍ବ୍ୟାସ୍ଥ୍ୟ ଯାଞ୍ଚ କରୁଥିବା ସୂଚନା ମିଳିଛି ।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..