Report Card Odisha

| Daily Odia News

ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଗିରଫ କରାଯାଇଛି। ପ୍ରଧାନମନ୍ତ୍ରୀ ହେବା ପରେ ବାଲେନ ଶାହ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ଗଠନ କରିବା ପରେ ସେ ତୁରନ୍ତ ବିରୋଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ପ୍ରଥମ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ପରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଓଲି ଏବଂ ପୂର୍ବତନ ଗୃହମନ୍ତ୍ରୀ ରମେଶ ଲେଖକଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜେନ-ଜେଡ୍ ପ୍ରତିବାଦ ସମୟରେ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ଉଭୟଙ୍କୁ ଗିରଫ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପୂର୍ବତନ ଗୃହମନ୍ତ୍ରୀଙ୍କ ଗିରଫଦାରୀ ପରେ ନେପାଳର ରାଜନୀତି ସରଗରମ ହୋଇଛି।

Breaking News