ରିପୋର୍ଟ କାର୍ଡ / କଣ୍ଟାବାଞ୍ଜି
ଭିଜିଲାନ୍ସ ଜାଲରେ ଫସିଲେ ଫରେଷ୍ଟର । ସିନେ୍ଧକେଲା ଫରେଷ୍ଟର ହରିହର ସ୍ୱାଇଁଙ୍କୁ ଧରିଛି ଭିଜିଲାନ୍ସ । ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଧରିଥିବା ଜଣାପଡିଛି । ଏହି ମାମଲାକୁ ନେଇ ହରିହରଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା କେବେ ସମ୍ପତ୍ତି ଜବତ ହୋଇଛି, ତାହାର କୌଣସି ସୂଚନା ମିଳିନାହିଁ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..