Report Card Odisha

| Daily Odia News

କଟୁକଥା କହିଥିବା ୪ ସରକାରୀ କର୍ମଚାରୀ ନିଲମ୍ବିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।

Breaking News