ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ୪ ଜଣ ଯୁବକ ପ୍ରବେଶ କରିଥିଲେ । କେଉଁ ପରିସ୍ଥିତିରେ କିଭଳି ଭାବରେ ଏହି ଯୁବକ ମାନେ ମେଘନାଦ ପାଚେରି ଡେଇଁ ମନ୍ଦିରରେ ପ୍ରବେଶ କରିଥିଲେ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି । ସୁରକ୍ଷା ଉପରେ ପ୍ରଶ୍ନ ଉଠିବା ପରେ ପ୍ରତିକ୍ରିୟା ରଖିଛନ୍ତି ଏସପି । ସେ କହିଛନ୍ତି ମେଘନାଦ ପାଚେରି କଡରେ ମାଟି କିଏ ପକାଇଥିଲା ତଦନ୍ତ ହେବ । ତଦନ୍ତ ପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ପିନାକ ମିଶ୍ର କହିଛନ୍ତି । ତେବେ ସବୁଠୁ ବଡ ପ୍ରଶ୍ନ ହେଉଛି ଏହି ଯୁବକମାନେ କିଏ, କାହିଁକି ଏଭଳି ଭାବେ ଶ୍ରୀମନ୍ଦିରରେ ପ୍ରବେଶ କରୁଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଛି ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……