ରିପୋର୍ଟ କାର୍ଡ / କଟକ
ଠକ ଦମ୍ପତ୍ତି ହଂସିତା ଅଭୀଲିପ୍ସା ଏବଂ ତାଙ୍କ ସହଯୋଗୀ ଅନିଲ ମହାନ୍ତିଙ୍କୁ ସୋମବାର କୋର୍ଟରୁ ମିଳିଛି ଜାମିନ। ହାଇକୋର୍ଟ ଉଭୟଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପାସପୋର୍ଟ ସରେଣ୍ଡର କରିବାକୁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ । ତେବେ ୫୦ ହଜାର ଟଙ୍କାର ଜଣେ ଜାମିନଦାର ବଦଳରେ ଜାମିନ ମିଳିଛି। ମୂଳ ଠକେଇ ମାମଲାରେ ଉଭୟଙ୍କୁ ଜାମିନ ମିଳିଛି।





More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..