Report Card Odisha

| Daily Odia News

ମାଲବାହୀ ଟ୍ରେନ୍‍ ଲାଇନଚ୍ୟୁତ…..

ରିପୋର୍ଟ କାର୍ଡ / କଟକ

କଟକ ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍‍ ଲାଇନଚ୍ୟୁତ ହୋଇଛି । ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ପାରାଦୀପ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନଟି କଟକ ରେଳ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଛି |

Breaking News